ରାଜ୍ୟ

କିଟ୍ ଛାତ୍ରୀ ଆତ୍ମହତ୍ୟା ଘଟଣା, ଉଚ୍ଚସ୍ତରୀୟ କମିଟିରେ ହାଜର ହେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର:କିଟ୍ କଲେଜ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା। ରାଜ୍ୟ ଅତିଥି ଭବନରେ ହାଜର ହେଲେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ପ୍ରତିଷ୍ଠାତାଙ୍କୁ ଉଚ୍ଚସ୍ତରୀୟ କମିଟି ପାଖରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଆଜି ରାଜ୍ୟ ଅତିଥି ଭବନରେ ବସିଥିବା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟିରେ ସନ୍ଧ୍ୟାରେ ହାଜର ହୋଇଛନ୍ତି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ଛାତ୍ରୀ ମୃତ୍ୟୁ ମାମଲାରେ ପଚରାଉଚରା। ନେପାଳୀ ଛାତ୍ରୀ ହଷ୍ଟେଲରେ ଆତ୍ମହତ୍ୟା ଘଟଣାରେ ହୋଇଛନ୍ତି ହାଜର।

ସେପଟେ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି MEA। କିଟର ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ବୈଦେଶିକ ମନ୍ତ୍ରାଳୟର ପ୍ରତିକ୍ରିୟା। ଅନ୍ତର୍ଜାତୀୟ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଆମର ପ୍ରାଥମିକତା। ଓଡିଶା ସରକାର ଓ କିଟ୍ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛୁ।

Related posts

ନିଆରା ଢଙ୍ଗରେ ପାଳନ ହେଲା ପ୍ରତିଷ୍ଠା ଦିବସ II 9 ବର୍ଷରେ ପାଦ ଥାପିଲା ମା ମଙ୍ଗଳ ସର୍ଭିସେସ II Star Odisha News

Star Odisha News

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ, ବିମାନରୁ ଓହ୍ଲାଇ ସିଧା ଗଲେ ସଭାକୁ

Star Odisha News

ରାଜ୍ୟସଭା ଯିବେ ଓଡ଼ିଆ ଚଳଚିତ୍ର ଜଗତର ସୁପରଷ୍ଟାର ଅନୁଭବ ମହାନ୍ତି , ଯାହାକୁ ନେଇ ଏବେ ସାରା ଓଡ଼ିଶାରେ ଚର୍ଚା ଆରମ୍ଭ ହୋଇଛି I

Star Odisha News

Leave a Comment