କିଟ୍ ଛାତ୍ରୀ ଆତ୍ମହତ୍ୟା ଘଟଣା, ଉଚ୍ଚସ୍ତରୀୟ କମିଟିରେ ହାଜର ହେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର:କିଟ୍ କଲେଜ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା। ରାଜ୍ୟ ଅତିଥି ଭବନରେ ହାଜର ହେଲେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ।...
ଭୁବନେଶ୍ୱର:କିଟ୍ କଲେଜ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା। ରାଜ୍ୟ ଅତିଥି ଭବନରେ ହାଜର ହେଲେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ପ୍ରତିଷ୍ଠାତାଙ୍କୁ ଉଚ୍ଚସ୍ତରୀୟ କମିଟି ପାଖରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
ଆଜି ରାଜ୍ୟ ଅତିଥି ଭବନରେ ବସିଥିବା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟିରେ ସନ୍ଧ୍ୟାରେ ହାଜର ହୋଇଛନ୍ତି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ଛାତ୍ରୀ ମୃତ୍ୟୁ ମାମଲାରେ ପଚରାଉଚରା। ନେପାଳୀ ଛାତ୍ରୀ…